ଆଜିଠୁ ଭାଜପାର ୨ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ

ହାଇଦ୍ରାବାଦ : ଆଜିଠୁ ଭାଜପାର ୨ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ର୍ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ବସିବ ବୋଲି ଦଳ ପକ୍ଷରୁ କୁହାଯାଇଛି । ତେବେ ଏଥିରେ ଦଳର କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ ସାରା ଦେଶର ବରିଷ୍ଠ ନେତାମାନେ ଏହି ବୈଠକରେ ସାମିଲ ହୋଇପାରନ୍ତି ।

Leave A Reply

Your email address will not be published.