ଆଜି ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଦେଶର ୧୧ ଜଣ ଅସାଧାରଣ ପିଲାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର-୨୦୨୩ ପ୍ରଦାନ କରିବେ । ସେମାନଙ୍କ ମଧ୍ୟରେ ୧୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୬ ବାଳକ ଏବଂ ୫ ବାଳିକା ଅଛନ୍ତି । ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପିଲାଙ୍କ ସହ ମତ ବିନିମୟ କରିବେ ।

Leave A Reply

Your email address will not be published.