om academy

ଆଫଗାନିସ୍ତାନରେ ପ୍ରଳୟଙ୍କରୀ ବନ୍ୟା

jsm

କାବୁଲ : ଆଫଗାନିସ୍ତାନରେ ହଠାତ୍ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହା ଦ୍ୱାରା ଦେଶର ଉତ୍ତର ଭାଗ ଅଧିକ ପ୍ରଭାବିତ ହୋଇଛି । ଗୋଟିଏ ଦିନରେ ୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି । ମିଳିତ ଜାତିସଂଘ ଶନିବାର ଏକ ବିବୃତ୍ତିରେ ଏହି ସୂଚନା ଦେଇଛି । ମିଳିତ ଜାତିସଂଘର ଅନ୍ତର୍ଜାତୀୟ ସଂଗଠନ ଆଇଓଏମ୍ କହିଛି ଶୁକ୍ରବାର ଦିନ ପ୍ରବଳ ବର୍ଷା ଯୋଗୁଁ ପ୍ରଳୟଙ୍କରୀ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।

Leave A Reply

Your email address will not be published.