pakka

ଜମ୍ମୁ କାଶ୍ମୀରରେ ଭୂମିକମ୍ପ ଅନୁଭୂତ

bbehera

ଜମ୍ମୁ-କାଶ୍ମୀର : ଜମ୍ମୁ କାଶ୍ମୀରରେ ଭୂମିକମ୍ପ ଅନୁଭୂତ ହୋଇଛି । କଟରାରେ ୩.୫ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି । ସକାଳ ୭ଟା ୫୨ ମିନିଟ୍‌ରେ କଟରାରେ ଭୂମିକମ୍ପ ହୋଇଥିବା ବେଳେ ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ଅନୁମାନ କରାଯାଉଛି । ତେବେ କୌଣସି କ୍ଷୟ କ୍ଷତି ହୋଇନଥିବା କୁହାଯାଉଛି ।

Leave A Reply

Your email address will not be published.

20 + 15 =