jayashree

ଭୂକମ୍ପରେ ଥରିଲା ଆଣ୍ଡାମାନ

ପୋର୍ଟ ବ୍ଲେୟାର୍‌ : ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଆଣ୍ଡାମାନ ସାଗର ନିକଟରେ ମଙ୍ଗଳବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ରହିଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଭୋର ପ୍ରାୟ ୩.୪୦ ସମୟରେ ଏହି ଭୂକମ୍ପ ଘଟିଥିଲା । ଏନସିଏସ ଅନୁଯାୟୀ ଏହି ଭୂକମ୍ପ ୭୭ କିଲୋମିଟର ଗଭୀରରେ ଥିଲା ।

Leave A Reply

Your email address will not be published.