pakka

ପପୁଆ ନ୍ୟୁ ଗିନିରେ ଭୂକମ୍ପ ଅନୁଭୂତ

bbehera

ପୋର୍ଟ ମୋରେସ୍ୱି : ପପୁଆ ନ୍ୟୁ ଗିନିର ବ୍ରିଟେନ ଅଞ୍ଚଳରେ ରବିବାର ଏକ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୫ । ୟୁଏସ ଜିଓଲଜିକାଲ ସର୍ଭେ(ୟୁଏସଜିଏସ) ଏହି ସୂଚନା ଦେଇଛି । ୟୁଏସଜିଏସର ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ର ୬୫ କିଲୋମିଟର ଗଭିରତାରେ ଥିଲା । ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

three × 2 =

error: Content is protected !!