ଜାମ୍ମୁ-କଶ୍ମୀରରେ ସମେତ ଦିଲ୍ଲୀ, ନୋଏଡା ଏବଂ ଏହାର ଆଖପାଖ ଅଞ୍ଚଳରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆଜି ସକାଳେ ଜାମ୍ମୁ-କଶ୍ମୀରରେ ସମେତ ଦିଲ୍ଲୀ, ନୋଏଡା ଏବଂ ଏହାର ଆଖପାଖ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି । ଏହା ପ୍ରାୟ ୨୦ ସେକେଣ୍ଡ ଧରି ଏହା ଅନୁଭୂତ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନ-ତାଜାକିସ୍ତାନ ସୀମାନ୍ତ ଫୟାଜବାଦରେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ରହିଥିଲା ଓ ଏହା ସକାଳ ୯.୪୬ ମିନିଟ୍‌ରେ ଅନୁଭୂତ ହୋଇଥିବା ବେଳେ ଭୂକମ୍ପ ଜନିତ କ୍ଷୟକ୍ଷତି ସମ୍ପର୍କରେ ଏଯାଏ କୌଣସି ସୂଚନା ମିଳିନଥିବା ଜଣାପଡିଛି ।

Leave A Reply

Your email address will not be published.