oum

ମେଘାଳୟରେ ଭୂକମ୍ପ ଅନୁଭୂତ

jsm

ନୂଆଦିଲ୍ଲୀ : ଉତ୍ତର ପୂର୍ବ ରାଜ୍ୟ ମେଘାଳୟରେ ଭୂକମ୍ପ ଅନୁଭୂତ ହୋଇଛି । ସକାଳ ୬ ଟା ୩୨ ସମୟରେ ଭୂକମ୍ପ ଅନୁଭୂତ ହୋଇଥିଲା । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁସାରେ ରିକ୍ଟର ସ୍କେଲରେ ଭୂକମ୍ପ ମାତ୍ରା ୪.୦ ରେକର୍ଟ କରାଯାଇଛି । ତେବେ ଏହି ଭୂକମ୍ପରେ କୌଣସି ଧନ ଜୀବନ କ୍ଷୟ କ୍ଷତି ହୋଇଥିବାର ସୂଚନା ମିଳିନାହିଁ ।

Leave A Reply

Your email address will not be published.