ଉତ୍ତରାଖଣ୍ଡରେ ଭୂମିକମ୍ପ ଅନୁଭୂତ

ଉତ୍ତରକାଶୀ : ଆଜି ସକାଳ ୫ଟା ୩୦ମି.ରେ ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାର ୩୯କି.ମି ପୂର୍ବରେ ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି । ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଥିବା କୁହାଯାଇଛି । ତେବେ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ରହିଛି ।

Leave A Reply

Your email address will not be published.