oom

ଜମ୍ମୁକାଶ୍ମୀରରେ ଭୂମିକମ୍ପ ଅନୁଭୂତ

jsmm

ଜମ୍ମୁକାଶ୍ମୀର : ଜମ୍ମୁକାଶ୍ମୀରର କଟରାରେ ଭୂମିକମ୍ପ ଅନୁଭୂତ ହୋଇଥିବା ଖବର ମିଳିଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୫ ରହିଥିବା ଜଣାପଡ଼ିଛି । ତେବେ ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି । ସୂଚନା ଅନୁସାରେ, ଆଜି ସକାଳ ୩ଟା ୨ ମିନିଟରେ କଟରାର ପୂର୍ବରେ ଭୂମିକମ୍ପ ହୋଇଥିଲା । ଭୂମିକମ୍ପ ହେବା ଜାଣିବା ପରେ ଲୋକମାନେ ଘରୁ ବାହାରକୁ ଚାଲି ଆସିଥିଲେ । ଫଳରେ ଭୂମିକମ୍ପ ଦ୍ୱାରା କୌଣସି କ୍ଷତି ହୋଇନଥିବା ଅନୁମାନ କରାଯାଉଛି ।

jittmm
Leave A Reply

Your email address will not be published.