pakka

ବିଗ୍‌ବସ୍‌ ବିଜେତା ମୁନାୱର ଫାରୁକି, ଟ୍ରଫି ସହ ଜିତିଲେ ଦାମୀ କାର

bbehera

ମୁମ୍ଵାଇ : ରିଆଲିଟି ଶୋ’ ବିଗ୍‌ ବସ୍‌ ୧୭ର ଗ୍ରାଣ୍ଡ ଫାଇନାଲ ରବିବାର ରାତିରେ ଶେଷ ହୋଇଛି । ପ୍ରତିଦ୍ୱନ୍ଦ୍ୱୀ ତଥା ରନର୍ସ ଅପ୍‌ ଅଭିଷେକ କୁମାରଙ୍କୁ ପଛରେ ପକାଇ ମୁନାୱର ଫାରୁକି ବିଗ୍‌ ବସ୍‌-୧୭ ବିଜେତା ହୋଇଛନ୍ତି । ୩୨ ବର୍ଷୀୟ ମୁନାୱରଙ୍କୁ ଟ୍ରଫି ସହ ନଗଦ ୫୦ ଲକ୍ଷ ଟଙ୍କା ଏବଂ ଏକ ହ୍ୟୁଣ୍ଡାଇ କ୍ରେଟା କାର୍‌ ମିଳିଛି ।

Leave A Reply

Your email address will not be published.

fifteen − twelve =