ବିଗୁଡ଼ୁଛି ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା

ୱାଶିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗୁଡ଼ୁଥିବା ଜଣାପଡିଛି । ହ୍ୱାଇଟ୍ ହାଉସର ଚିଫ୍ ଅଫ୍ ଷ୍ଟାଫ୍ ମାର୍କ ମୋଡେଜ କହିଛନ୍ତି ଏବେ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ଚିନ୍ତାଜନକ ଅବସ୍ଥାରେ ରହିଛି । ସୂଚନାଯୋଗ୍ୟ, ଦୁଇଦିନ ତଳେ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

Leave A Reply

Your email address will not be published.