pakka

ବିଜେପିରେ ସାମିଲ ହେଲେ କିଛି ଦିନ ତଳେ କଂଗ୍ରେସ ଛାଡ଼ିଥିବା ବରିଷ୍ଠ ନେତା ସୁନୀଲ ଜାଖର

bbehera

ନୂଆଦିଲ୍ଲୀ : ବିଜେପିରେ ସାମିଲ ହୋଇଛନ୍ତି କିଛି ଦିନ ତଳେ କଂଗ୍ରେସ ଛାଡ଼ିଥିବା ବରିଷ୍ଠ ନେତା ସୁନୀଲ ଜାଖର । ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ଭାବେ ଜାଖର କାର୍ୟ୍ୟ କରିଥିବା ବେଳେ ଆଜି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି । ତେବେ ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ଜାଖରଙ୍କୁ ଦଳକୁ ସ୍ୱାଗତ କରିବା ପାଇଁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଜେପି ନଡ୍ଡା ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଜାଖର ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି ।

Leave A Reply

Your email address will not be published.

1 + 20 =