centurian jitm

ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

nschool

ନୂଆଦିଲ୍ଲୀ : ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟ୍‌ରେ ସବୁ ଦିଗକୁ ବିଶେଷ ଧ୍ୟାନ ଦିଆଯାଇଥିବା ବେଳେ ଆସନ୍ତା ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ମୋଦୀ ସରକାରଙ୍କ ଏହା ହେଉଛି ଶେଷ ପୂର୍ଣ୍ଣାଙ୍ଗ ବଜେଟ୍‌ ।

Leave A Reply

Your email address will not be published.