ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ଦେଶ ବିଦେଶ By Koshala Prabaha On Saturday 26th November 2022, 10:46 am Share କାବୁଲ : ଆଫଗାନିସ୍ତାନର ଫାୟାଜବାଦରେ ଆଜି ୪.୫୪ ମିନିଟ୍ରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୨ ରେକର୍ଡ ହୋଇଛି । ସେହିପରି ଆକ୍ଷାଂଶ ୩୬.୪୬ ହୋଇଥିବା ବେଳେ ଦ୍ରାଘିମା ୭୧.୪୨ ରହିଛି । ତେବେ ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । news of world