ଖାଇକୁ ଖସିଲା ବସ୍‌ : ୫ ମୃତ, ୧୫ ଆହତ

ଶ୍ରୀନଗର : ଜମ୍ମୁ କାଶ୍ମୀରରେ ଏକ ମିନି ବସ୍‌ ଭାରସାମ୍ୟ ହରାଇ ଖାଇକୁ ଖସିପଡିଥିବା ଖବର ମିଳିଛି । ଫଳରେ ଜଣେ ମହିଳାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କାଠୁଆ ଜିଲ୍ଲାର ବିଲ୍ଲାୱାର ଅଞ୍ଚଳରେ ଶୁକ୍ରବାର ଏହି ଘଟଣା ଘଟିଥିବା ଜଣାପଡିଛି ।

Leave A Reply

Your email address will not be published.