ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସଙ୍କୁ ‘ଗ୍ଲୋବାଲ୍‌ ଫାଇନାନ୍ସ ସେଣ୍ଟ୍ରାଲ୍‌ ବ୍ୟାଙ୍କର୍‌ ରିପୋର୍ଟ କାର୍ଡ ୨୦୨୪’ରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ‘ଏ+’ ରେଟିଂ ମିଳିବା ପରେ ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଗ୍ଲୋବାଲ ଫାଇନାନ୍ସ ବ୍ୟାଙ୍କର ରିପୋର୍ଟ କାର୍ଡ ୨୦୨୪ରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ‘ଏ ପ୍ଲସ୍‌’ ରେଟିଂ ମିଳିବା ନିମନ୍ତେ ଅଭିନନ୍ଦନ ଜଣାଇଛନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କର ଏକ୍ସ ପୋଷ୍ଟ ଉପରେ ପ୍ରତିକ୍ରିୟା ରଖି ଶ୍ରୀ ମୋଦୀ ଲେଖିଛନ୍ତି : ‘ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ (ଅଊବଗ୍ଦଝଷବଳଗ୍ଧସଳବଦ୍ଭଗ୍ଧବ)ଙ୍କୁ ଦ୍ୱିତୀୟ ଥର ଲାଗି ଏହି ସଫଳତା ପାଇଁ ଅଭିନନ୍ଦନ । ଏହା ଭାରତୀୟ ରିଜର୍ଭ ବ୍ୟାଙ୍କରେ ତାଙ୍କର ନେତୃତ୍ୱ ଓ ଆର୍ଥିକ ବିକାଶ ତଥା ସ୍ଥିରତା ସୁନିଶ୍ଚିତ କରିବା ଦିଗରେ ତାଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ପଦକ୍ଷେପକୁ ମାନ୍ୟତା ଦେଉଛି ।

Leave A Reply

Your email address will not be published.