pakka

ଟି-୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ପାକିସ୍ତାନକୁ ହରାଇ ଇଂଲଣ୍ଡ ଚାମ୍ପିଅନ୍‌

bbehera

ମେଲବର୍ଣ୍ଣ : ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ଟି-୨୦ ବିଶ୍ୱକପ୍‌ରେ ଫାଇନାଲ ମ୍ୟାଚ୍‌ରେ ପାକିସ୍ତାନକୁ ହରାଇ ଇଂଲଣ୍ଡ ଚାମ୍ପିଅନ୍‌ ହୋଇଛି । ମେଲବର୍ଣ୍ଣ କ୍ରିକେଟ୍‌ ଗ୍ରାଉଣ୍ଡ (ଏମ୍‌ସିଜି)ରେ ଆଜି ଖେଳା ଯାଇଥିବା ଫାଇନାଲ ମ୍ୟାଚ୍‌ରେ ୫ ୱିକେଟ୍‌ରେ ପାକିସ୍ତାନକୁ ଇଂଲଣ୍ଡ ପରାସ୍ତ କରିଛି । ତେବେ ଇଂଲଣ୍ଡ ୧୯ ଓଭରରେ ୫ ୱିକେଟ୍‌ ହରାଇ ୧୩୮ ରନ୍‌ କରି ଇଂଲଣ୍ଡ ଚାମ୍ପିଅନ୍‌ ହୋଇଛି ।

Leave A Reply

Your email address will not be published.

14 + eleven =