ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଘୁଞ୍ଚିଲା

ନୂଆଦିଲ୍ଲୀ : କରୋନା ସ୍ଥିତିକୁ ଦୃଷ୍ଟିରେ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଘୁଞ୍ଚାଯାଇଛି । ତେବେ ୟୁପିଏସ୍‌ସି ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ପୂର୍ବରୁ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଆସନ୍ତା ମାସ ଜୁନ୍ ୨୭ ହେବାର ଥିଲା । ଏବେ ଏହାକୁ ଅକ୍ଟୋବର ୧୦କୁ ଘୁଞ୍ଚାଇ ଦିଆଯାଇଛି । ଏହା ଅକ୍ଟୋବର ୧୦, ୨୦୨୧ରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.

5 − 1 =