pakka

ବିହାର ସିଏମ ନୀତୀଶ କୁମାର କରୋନା ପଜିଟିଭ୍‌

ପାଟନା : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି । ବିହାରର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀଙ୍କ କରୋନା ପରୀକ୍ଷାରେ ପଜିଟିଭ ଆସିଛି । ଡାକ୍ତରଙ୍କ ପରାମର୍ଶରେ ସେ ଘରେ ଅଲଗା ରହିଛନ୍ତି । କୋଭିଡ ପାଇଁ ସତର୍କତା ଅବଲମ୍ବନ କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି ।

Leave A Reply

Your email address will not be published.

one + nine =