ପ୍ରସିଦ୍ଧ କଣ୍ଠଶିଳ୍ପୀ ଲତା ମଙ୍ଗେଶକର କରୋନା ସଂକ୍ରମିତ ଦେଶ ବିଦେଶ By Koshala Prabaha On Tuesday 11th January 2022, 1:37 pm Share ମୁମ୍ବାଇ : ପ୍ରସିଦ୍ଧ କଣ୍ଠଶିଳ୍ପୀ ଲତା ମଙ୍ଗେଶକର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ସେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଆଇସିୟୁରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି । news of india