ଭାଜପା କାର୍ଯ୍ୟାଳୟରେ କରୋନା : ୫୦ଜଣ କର୍ମଚାରୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌

ନୂଆଦିଲ୍ଲୀ : ଦିଲ୍ଲୀ ସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ୫୦ ଜଣ କର୍ମଚାରୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା ଜଣାପଡିଛି । ସେମାନଙ୍କ ମଧ୍ୟରେ ଭାଜପା ମିଡ଼ିଆ ଉପମୁଖ୍ୟ ସଞ୍ଜୟ ମୟୁଖ ମଧ୍ୟ ରହିଛନ୍ତି । ଏହା ସହିତ ସୁରକ୍ଷାକର୍ମୀ ଏବଂ ବିଭିଜି କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ବୁଧବାର କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

3 × 2 =

error: Content is protected !!