pakka

ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ୫୦ଜଣ ବିଦ୍ୟାର୍ଥୀ ହେଲେ କରୋନା ପଜିଟିଭ

bbehera

ଲକ୍ଷ୍ନୌ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଲାଣି । ତେବେ ଏହାକୁ ଆଖି ଅଗରେ ରଖି ଗୁରୁବାର ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ବିଦ୍ୟାର୍ଥୀଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୫୦ଜଣ ଛାତ୍ରୀଛାତ୍ର କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏହାପରେ ବିଶ୍ୱବିଦ୍ୟାଳୟ ପ୍ରଶାସନ ପରିସରକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିବା ସହ ୧୫ ଜାନୁୟାରୀରୁ ୩୧ ଜାନୁୟାରୀ ମଧ୍ୟରେ ଥିବା ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ।

jay balangir
Leave A Reply

Your email address will not be published.

20 − one =