କରୋନାରେ ଆକ୍ରାନ୍ତ ହେଲେ ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖମନ୍ତ୍ରୀ

ହାଇଦ୍ରାବାଦ : କରୋନାରେ ଆକ୍ରାନ୍ତ ହୋଇଛନ୍ତି ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ । ତାଙ୍କ କରୋନା ରିପୋର୍ଟ ପଜିଟିଭ୍‍ ଆସିଥିବା ନେଇ ସେ ଏକ ଟ୍ୱିଟ୍‍ ଜରିଆରେ ସୂଚନା ଦେଇଛନ୍ତି । ଟ୍ୱିଟରେ ସେ ଲେଖିଛନ୍ତି ଯେ, ସେ କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ରହିଛି । ନିଜ ଘରେ ସେ ସଙ୍ଗରୋଧରେ ରହିବା ସହ କରୋନା କଟକଣାକୁ ପାଳନ କରୁଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିିଥିବା ଲୋକମାନଙ୍କୁ କରୋନା ଟେଷ୍ଟ କରାଇବାକୁ ସେ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.

eight − six =