oum

ଦେଶରେ କରୋନା ସଂକ୍ରମଣର ଭୟଙ୍କର ସ୍ଥିତି : ଦିନକରେ ୩ ଲକ୍ଷ ୪୬ ହଜାର ୭୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୨୬୨୪ ଜଣଙ୍କ ଜୀବନ ହାନୀ

jsm

ନୂଆଦିଲ୍ଲୀ : ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ସ୍ଥିତି ଅସଂଭାଳ ହେବାକୁ ବସିଲାଣି । ପ୍ରତ୍ୟହ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଦେଶରେ ଦିନକରେ ୩ଲକ୍ଷ ୪୬ହଜାର ୭୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକରେ କରୋନାରେ ୨୬୨୪ ଜଣଙ୍କ ଜୀବନ ଯାଇଛି । ଦୈନିକ ସଂକ୍ରମଣ ଲକ୍ଷାଧିକ ଟପୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି ।

Leave A Reply

Your email address will not be published.