କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କରୋନା ସଂକ୍ରମିତ : ନିଜେ ଟ୍ୱିଟ୍ କରି ଦେଲେ ସୂଚନା

ନୂଆଦି‌ଲ୍ଲୀ : କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କରୋନା ସଂକ୍ରମିତ ହୋଇଛନ୍ତି । ସେ ନିଜେ ଟ୍ୱିଟ୍ କରି ଏ ବିଷୟରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଯେଉଁମାନେ ତାଙ୍କ ସହ ଯୋଗାଯୋଗ କରିଛନ୍ତି ସେମାନେ ଯଥାଶୀଘ୍ର ସେମାନଙ୍କ କରୋନା ପରୀକ୍ଷା କରିନିଅନ୍ତୁ ।

Leave A Reply

Your email address will not be published.