କରୋନା ପଜିଟିଭ୍‌ ହେଲେ ଶରଦ ପାୱାର

ନୂଆଦିଲ୍ଲୀ : କରୋନାରେ ପଜିଟିଭ୍‌ ହୋଇଛନ୍ତି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିବି ଅଧ୍ୟକ୍ଷ ଶରଦ ପାୱାର । ଏନେଇ ସେ ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି । ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସେ ଏବେ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ କରୁଛନ୍ତି । ତେବେ ଯେଉଁମାନେ ଗତ କିଛି ଦିନ ହେବ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି କୋଭିଡ୍‌ ପରୀକ୍ଷା କରାଇନିଅନ୍ତୁ ବୋଲି ଶ୍ରୀ ପାୱାର ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.

nineteen − 8 =