pakka

କରୋନା ପଜିଟିଭ୍‌ ହେଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ

bbehera

ଚଣ୍ଡିଗଡ : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ପୂର୍ବତନ କଂଗ୍ରେସ ନେତା । ସେ ଏବେ ଆଇସୋଲେଶନରେ ରହିଥିବା ବେଳେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କୋଭିଡ୍‌ ପରୀକ୍ଷା କରାଇଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ସିଂ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.

one × one =