pakka

ଗତ ୨୪ ଘଣ୍ଟାରେ ଭାରତରେ ୧୮,୯୮୭ କୋଭିଡ୍‌-୧୯ ସଂକ୍ରମଣ : ମୃତ୍ୟୁ ସଂଖ୍ୟା ୨୪୬

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮,୯୮୭ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୨୦,୭୩୦ରେ ପହଞ୍ଚିଥିବା ବେଳେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୧,୪୩୫ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୮୦୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୩,୬୨,୭୦୯ ।

Leave A Reply

Your email address will not be published.

seven + one =