pakka

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨,୮୬,୩୮୪ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୫୭୩ ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୨,୮୬,୩୮୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୭୩ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୩,୦୬,୩୫୭ ଲୋକ ସଂକ୍ରମଣରୁ ମୁକ୍ତ ହୋଇଛନ୍ତି ।

Leave A Reply

Your email address will not be published.

15 − two =