pakka

ମହାରାଷ୍ଟ୍ର ରାଜ୍ୟପାଳ କରୋନା ସଂକ୍ରମିତ ହୋଇ ମେଡିକାଲରେ ଭର୍ତ୍ତି

bbehera

ମହାରାଷ୍ଟ୍ର : ରାଜ୍ୟପାଳ ଭଗତ ସିଂହ କୋଶିୟାରୀ କରୋନା ସଂକ୍ରମିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ରାଜ୍ୟପାଳ କୋଶିୟାରୀଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ରାଜ୍ୟପାଳ କରୋନା ସଂକ୍ରମିତ ଥିବା ଜଣାପଡିଥିଲା । ଏହା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

jay balangir
Leave A Reply

Your email address will not be published.

1 × four =

error: Content is protected !!