ଫିଲ୍ମ ସମୀକ୍ଷକ ଜୟ ପ୍ରକାଶ ଚୋକସୀଙ୍କ ଦେହାନ୍ତ

ଇନ୍ଦୋର : ଫିଲ୍ମ ସମୀକ୍ଷକ ଜୟ ପ୍ରକାଶ ଚୋକସୀ (୮୩)ଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି । ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ଆଜି ସକାଳ ୮ଟାରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଥିବା ଜଣାପଡିଛି । ଆଜି ସନ୍ଧ୍ୟା ୫ଟାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ରହିଛି ।

Leave A Reply

Your email address will not be published.