ବରିଷ୍ଠ କଂଗ୍ରେସ ନେତା ଅହମଦ ପଟେଲଙ୍କ ଦେହାନ୍ତ

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଅହମଦ ପଟେଲଙ୍କ ଦେହାନ୍ତ ହୋଇଯାଇଛି । ଗତମାସରେ କୋଭିଡ୍‌-୧୯ ପଜିଟିଭ୍‌ ହେବା ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ବରିଷ୍ଠ କଂଗ୍ରେସ ନେତା ଅହମଦ ପଟେଲ୍ । ତେବେ ବୁଧବାର ଭୋର୍‌ରେ ତାଙ୍କ ଦେହାନ୍ତ ହୋଇଯାଇଥିବା ସୂଚନା ମିଳିଛି । ଶରୀରର ଏକାଧିକ ଅଂଶ ଅକାମୀ ହୋଇଯିବାରୁ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା କଥା ତାଙ୍କ ପୁଅ ଫୈସଲ୍‌ ପଟେଲ୍‌ ଟୁଇଟ୍‌ରେ କହିଛନ୍ତି ।

Leave A Reply

Your email address will not be published.