ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦,୯୪୧ କରୋନା ଆକ୍ରାନ୍ତ ଚିହ୍ନଟ : ୩୫୦ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦,୯୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ଆକ୍ରାନ୍ତ ମାମଲା ୩,୨୭,୬୮,୮୦୦ ଓ ମୃତ୍ୟୁସଂଖ୍ୟା ୪,୩୮,୫୬୦ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୨୭୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୯,୫୯,୬୮୦ରେ ପହଞ୍ଚିଛି । ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୭୦,୬୪୦ ।

Leave A Reply

Your email address will not be published.