ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୨୮୩ ଜଣ ନୂଆ ଆକ୍ରାନ୍ତ : ୪୩୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୨୮୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୭ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାର ୯୪୯ ଜଣ ସୁସ୍ଥ ହୋଇଥିବା ବେଳେ ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୩ ପ୍ରତିଶତ ରହିଛି । ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୧୧ ହଜାର ୪୮୧ ରହିଛି ।

Leave A Reply

Your email address will not be published.

one × 1 =

error: Content is protected !!