ଦେଶରେ ୨୪ ଘଂଟା ମଧ୍ୟରେ ୩,୪୩,୧୪୪ ନୂଆ ଆକ୍ରାନ୍ତ ଚିହ୍ନଟ, ୪,୦୦୦ ମୃତ

ନୂଆଦିଲ୍ଳୀ : ଦେଶରେ ଦିନକୁଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ୨୪ ଘଂଟାରେ ୩ ଲକ୍ଷ ୪୩ ହଜାର ୧୪୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ହଜାର ଲୋକ ପ୍ରାଣ ହରାଇଛନ୍ତି । ସେହିଭଳି ଗତ ୨୪ ଘଂଟା ମଧ୍ୟରେ ୩,୪୪,୭୭୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୦୦,୭୯,୫୯୯ ରେ ପହଁଚିଛି । ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୦୪,୮୯୩ ।

Leave A Reply

Your email address will not be published.