ଆନ୍ଧ୍ରପ୍ରଦେଶରେ ସଡକ ଦୁର୍ଘଟଣା, ୭ମୃତ

ହାଇଦ୍ରାବାଦ : ଆନ୍ଧ୍ରପ୍ରଦେଶରେ ଗତକାଲି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୮ ଜଣ ଆହତ ହୋଇଛନ୍ତି । ଏକ ମିନିଟ୍ରକ୍‌ରେ ଶ୍ରମିକମାନେ ଯାତ୍ରା କରୁଥିବା ବେଳେ ସେମାନଙ୍କ ଗାଡି ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା । ଫଳରେ ୭ ଜଣଙ୍କ ମୃତ୍ୟୁ ହୋଇଯାଇଛି । ଶ୍ରମିକମାନେ ସେମାନଙ୍କ ଗନ୍ତବ୍ୟ ସ୍ଥଳଠାରୁ ମାତ୍ର କିଛି ଦୂରରେ ଥିବା ସମୟରେ ଏହି ଦୁର୍ଘଟଣା ହୋଇଥିଲା ।

Leave A Reply

Your email address will not be published.