ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୮ ମୃତ

ଲକ୍ଷ୍ନୌ : ଉତ୍ତରପ୍ରଦେଶର ହମିରପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ଏନ୍‌ଏଚ୍‌ ୩୪ରେ ପିକ୍‌ଅପ୍‌ ଏବଂ ଅଟୋ ମଧ୍ୟରେ ଧକ୍କା ହୋଇଥିଲା । ଏହି ଦୁର୍ଘଟଣା ମୌଦଡା ପୋଲିସ ଷ୍ଟେସନ ଅଞ୍ଚଳର ମାକରାଓଁ ଗ୍ରାମ ନିକଟରେ ଘଟିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହମିରପୁର ସଡକ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.

three × 2 =