ଫ୍ରାନ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଫ୍ରାନ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଫ୍ରାନ୍ସ ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ କ୍ରମେ ଗସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ବାହାରିଲେ ମୋଦୀ । ବାଷ୍ଟିଲ ଡେ’ ପରେଡ୍‌ରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ । ଭାରତର ୩ ସେନା ପରେଡରେ ଭାଗ ନେବେ । ୨ ଦିନିଆ ଫ୍ରାନ୍ସ ଗସ୍ତ ସାରି ଟଇଋ ଯିବେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ବୋଲି ସୂଚନା ରହିଛି ।

Leave A Reply

Your email address will not be published.