କାମଚଳା ବାଚସ୍ପତି ଭାବେ ଶପଥ ଗ୍ରହଣ କଲେ ସାଂସଦ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଛନ୍ତି । ଶପଥ ପାଠ‌ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ । ଆଜି ନବନିର୍ବାଚିତ ସାଂସଦମାନେ ମଧ୍ୟ ଶପଥ ଗ୍ରହଣ କରିବେ । ଆଉ କିଛି ସମୟ ପରେ କାମଚଳା ବାଚସ୍ପତି ନବନିର୍ବାଚିତ ସାଂସଦମାନଙ୍କୁ ଶପଥ ପାଠ କରାଇବେ ଦ୍ରୌପଦୀ ମୁର୍ମୁ ।

Leave A Reply

Your email address will not be published.