ମେସ୍କିକୋରେ ଗୁଳିକାଣ୍ଡ : ମେୟରଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ

ମେସ୍କିକୋ : ମେକ୍ସିକୋର ଗୁଆନାଜୁଏଟୋସ୍ଥିତ ଇରାପୁଟୋରେ ଆଜି ଗୁଳିକାଣ୍ଡ ଘଟିଛି । ଏଠାରେ ଥିବା ଏକ ବାରରେ ଜଣେ ସଶସ୍ତ୍ର ବ୍ୟକ୍ତି ଗୁଳି ଚଳାଇଥିଲେ । ଏହି ଘଟଣାରେ ୬ ଜଣ ପୁରୁଷ ଏବଂ ୬ଜଣ ମହିଳାଙ୍କ ସମେତ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସହରର ମେୟର କନରାଡୋ ମେଣ୍ଡୋଜା ଆଲମାଇଡା ମଧ୍ୟ ଅଛନ୍ତି । ଟୁଇଟର ମାଧ୍ୟମରେ ସ୍ଥାନୀୟ ପ୍ରଶାସନ ଏହି ସୂଚନା ଦେଇଛି । ଅଭିଯୁକ୍ତଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିବା ସେ କହିଛନ୍ତି ।

Leave A Reply

Your email address will not be published.