ଭୋପାଳ : ମଧ୍ୟପ୍ରଦେଶର ୩୦ ନଂ ଜାତୀୟ ରାଜପଥ ରେୱାଠାରେ ଶୁକ୍ରବାର ବିଳମ୍ବିତ ରାତିରେ ବଡ ଧରଣର ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡିଛି । ଫଳରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।
Prev Post
Next Post