csstore

ଇଟାଲୀ ହସ୍ପିଟାଲରେ ଅଗ୍ନିକାଣ୍ଡ : ୪ ମୃତ, ଅନେକ ଆହତ

ଟିଭୋଲି : ଇଟାଲୀର ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଇଟାଲୀ ରାଜଧାନୀ ରୋମ ସହର ବାହାରେ ଅବସ୍ଥିତ ଏହି ହସ୍ପିଟାଲରେ ନିଆଁ ଲାଗିବା ଯୋଗୁ ଏଠାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ଅନ୍ୟ ହସ୍ପିଟାଲମାନଙ୍କୁ ସ୍ଥାନାନ୍ତର କରାଯାଇଛି। ହସ୍ପିଟାଲରେ ଅଗ୍ନିକାଣ୍ଡ ନେଇ ଅଧିକାରୀମାନେ ଶନିବାର ସୂଚନା ଦେଇଛନ୍ତି।

jayashree
Leave A Reply

Your email address will not be published.