oom

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା

jsmm

ନୂଆଦିଲ୍ଲୀ : ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା । ରବିବାର ଅପରାହ୍ନରେ ଅରୁଣାଚଳ ପ୍ରଦେଶର ପଶ୍ଚିମ ଭାଗରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୮ ଥିବା ଜଣାପଡିଛି । ଭୂକମ୍ପ ବିଷୟରେ ପିଟିଆଇ ରିପୋର୍ଟ କରିଛି । ମଧ୍ୟାହ୍ନ ୧୨ଟା ୧୨ରେ ଏହି ଭୂକମ୍ପ ହୋଇଥିବା ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୁହାଯାଇଛି ।

jittmm
Leave A Reply

Your email address will not be published.