ନୂଆଦିଲ୍ଲୀ : ଆଜି ସକାଳୁ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୩ ଥିଲା । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ସକାଳ ୮ଟା ୧୪ମିନିଟ୍ରେ ଅନୁଭୂତ ହୋଇଥିବା ଏହି ଭୂକମ୍ପର କେନ୍ଦ୍ର ଆଫଗାନିସ୍ତାନର କାବୁଲର ୧୫୧ କିଲୋମିଟର ଦକ୍ଷିଣ ପୂର୍ବରେ ଥିଲା ଏବଂ ଭୂକମ୍ପର ଗଭୀରତା ୬୦ କିଲୋମିଟର ଥିଲା । ଏଥିରେ ବିଶେଷ କ୍ଷୟକ୍ଷତି ହୋଇନଥିବା ଜଣାପଡିଛି ।
Prev Post