pakka

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଷ୍ଟ୍ରୀୟ ଲୋକ ଦଳର ମୁଖ୍ୟ ଚୌଧୁରୀ ଅଜିତ ସିଂଙ୍କ ପରଲୋକ

bbehera

ନୂଆଦିଲ୍ଲୀ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଷ୍ଟ୍ରୀୟ ଲୋକ ଦଳର ମୁଖ୍ୟ ଚୌଧୁରୀ ଅଜିତ ସିଂଙ୍କର ୮୨ ବର୍ଷ ବୟସରେ ଦେହାନ୍ତ ହୋଇଯାଇଥିବା ଖବର ମିଳିଛି । ଅଜିତ ସିଂ ଗୁରୁଗ୍ରାମର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଏବଂ ଚିକିତ୍ସା ଚାଲିଥିବା ବେଳେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି । ସୂଚନା ଅନୁସାରେ ମଙ୍ଗଳବାର ଦିନ ତାଙ୍କ ଫୁସଫୁସରେ ସଂକ୍ରମଣ ବୃଦ୍ଧି ପାଇଥିଲା । ଅଜିତ ସିଂ ୨୦ ଏପ୍ରିଲରେ ହୋଇଥିବା ପରୀକ୍ଷାରେ କୋଭିଡ ପଜିଟିଭ ଥିବା ଜଣା ପଡିଥିଲା ।

jay balangir
Leave A Reply

Your email address will not be published.

four × five =

error: Content is protected !!