୨୪ ଘଣ୍ଟାରେ କେରଳ ଛୁଇଁପାରେ ମୌସୁମୀ

ନୂଆଦିଲ୍ଲୀ : ୨୪ ଘଣ୍ଟାରେ କେରଳକୁ ଛୁଇଁପାରେ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ-ତାମିଲନାଡୁ ଅତି ନିକଟରେ ପହଁଞ୍ଚି ଯାଇଛି । ମୌସୁମୀର ଉତ୍ତର ଭାଗ ବର୍ତ୍ତମାନ ସମୟରେ କୋମୋରିନ ସାଗର ତଟଠାରୁ ପାଖାପାଖି ୧୦୦ କିଲୋମିଟର ଦୂରରେ ରହିଥିବା କୁହାଯାଇଛି । ଆଗାମୀ ୨୪ ଘଣ୍ଟାରେ ଏହା କେରଳ ଛୁଇଁପାରେ ବୋଲି ଆଶା କରାଯାଉଛି ।

Leave A Reply

Your email address will not be published.