pakka

ଲଖିମ୍‌ପୁର ହିଂସାକାଣ୍ଡରେ ଗିରଫ ହେଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ : ଦୀର୍ଘ୧୨ ଘଣ୍ଟା ପର୍ଯ୍ୟନ୍ତ ଜେରା

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ଲଖିମ୍‌ପୁର ଖେରୀରେ ଗତ ସପ୍ତାହରେ ଘଟିଥିବା ହିଂସାକାଣ୍ଡ ଘଟଣାରେ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ତେବେ ଗିରଫ ହେବା ପୂର୍ବରୁ ଶନିବାର ଦିନ ଲଖିମ୍‌ପୁର ଖେରୀ ସ୍ଥିତ କ୍ରାଇମ ବ୍ରାଞ୍ଚ କାର୍ଯ୍ୟାଳୟରେ ତାଙ୍କୁ ୧୨ ଘଣ୍ଟା ଜେରା କରାଯାଇଥିବା ବେଳେ କ୍ରାଇମ ବ୍ରାଞ୍ଚ ଆଶିଷ ମିଶ୍ରଙ୍କ ମୋବାଇଲ୍ ଫୋନ୍ ମଧ୍ୟ ଜବତ କରିଛି । ପଚରାଉଚରା ସମୟରେ କିଛି ପ୍ରଶ୍ନର ଉତ୍ତର ଦେଇନଥିବାରୁ ଆଶିଷ ମିଶ୍ରଙ୍କୁ ଗିରଫ କରାଯାଇଛି ବୋଲି ଡେପୁଟି ଇନ୍ସପେକ୍ଟର ଜେନେରାଲ୍ ପୋଲିସ୍ (ଡିଜି), ସାହାରନପୁର, କହିଛନ୍ତି ।

Leave A Reply

Your email address will not be published.

nine + 8 =