jayashree

ପଞ୍ଜାବ ସୁନ୍ଦରୀ ହରନାଜ୍ କୌର ହେଲେ ୨୦୨୧ ମିସ୍ ୟୁନିଭର୍ସ

ନୂଆଦିଲ୍ଲୀ : ପଞ୍ଜାବର ଝିଅ ହରନାମ କୌର ସାନ୍ଧୁ ମିସ୍ ୟୁନିଭର୍ସ ୨୦୨୧ର ମୁକୁଟ ପିନ୍ଧିଛନ୍ତି । ୮୦ ସୁନ୍ଦରୀଙ୍କୁ ପଛରେ ପକାଇ ସେ ମିସ୍ ୟୁନିଭର୍ସ ଟାଇଟଲ ଜିତିଛନ୍ତି । ୨୦୨୦ର ମିସ୍ ୟୁନିଭର୍ସ ମେକ୍ସିକୋର ଆଣ୍ଚ୍ରିୟା ମେଜା ତାଙ୍କୁ ପୁକୁଟ ପିନ୍ଧାଇଥିଲେ । ୭୦ତମ ମିସ୍ ୟୁନିଭର୍ସ ପ୍ରତିଯୋଗିତା ଇସ୍ରାଏଲର ଇଲିୟଟରେ ଆୟୋଜିତ ହୋଇଥିଲା । ଏଥିରେ ବିଶ୍ୱର କୋଣ ଅନୁକୋଣରୁ ଆସିଥିବା ବଛା ବଛା ସୁନ୍ଦରୀଙ୍କୁ ପଛରେ ପକାଇ ବାଜି ମାରିଥିଲେ ହରନାଜ କୌର ।

Leave A Reply

Your email address will not be published.