om academy

ଓଡ଼ିଆ ପୁଅ ଚଣ୍ଡିପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ପଦକରେ ସମ୍ମାନୀତ କଲେ ରାଷ୍ଟ୍ରପତି

jsm

ଦିଲ୍ଲୀ : ଆଜି ଦିଲ୍ଲୀରେ ଏକ ସ୍ୱତନ୍ତ୍ର ଉତ୍ସବରେ ଚଣ୍ଡିପ୍ରସାଦଙ୍କୁ ପରମ ବିଶିଷ୍ଟ ସେବା ପଦକ ସମ୍ମାନୀତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏବେ ସ୍ଥଳ ସେନା ଉପମୁଖ୍ୟ ଭାବେ ଦାୟିତ୍ୱ ତୁଲାଉଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ମହାନ୍ତି । ତାଙ୍କର ଦୀର୍ଘ ଚାରି ଦଶନ୍ଧିର କାର୍ଯ୍ୟକାଳ ମଧ୍ୟରେ ଭାରତୀୟ ସ୍ଥଳସେନାର ଜଣେ ଦକ୍ଷ ଜେନେରାଲ୍ ‌ଭାବେ ଅତ୍ୟନ୍ତ ଦାୟିତ୍ୱ ସମ୍ପର୍ଣ୍ଣ ଭାବେ ଦାୟିତ୍ୱ ତୁଲାଇବା ସହ ଦେଶର ଅଖଣ୍ଡତାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ନିରନ୍ତର ଭାବେ କାର୍ଯ୍ୟ କରି ଆସିଥିଲେ । ସେଥିପାଇଁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି ।

Leave A Reply

Your email address will not be published.